• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Mar 2024: ଏହି ରାଶିର ବ୍ୟକ୍ତିମାନେ କର୍ମ କ୍ଷେତ୍ରରେ ସଫଳତା ପାଇବେ...

ପୁଷ୍କର ଦୋଷ- ଦିବା ୦୨.୫୦ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୪.୧୪ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ।

Aries

ମେଷ

Wednesday 06 Mar 2024

ଅଶ୍ୱନୀ- ବୈବାହିକ ସମ୍ପର୍କରେ କିଛି ସ୍ଥିରତା ସୃଷ୍ଟି କରିପାରେ । ଚାକିରି ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ।

ଦ୍ୱିଜା- ନିଜର ଆକସ୍ମିକ ବୁଦ୍ଧି ଓ କାର୍ଯ୍ୟ କରିବା ଶୈଳୀରେ ପରିବର୍ତ୍ତନ ଆଣି ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବରେ ସୁଧାର ଆଣିବେ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ।

କୃତିକା- ନିଜ ପାଇଁ କିଛି ବାସୋପଯୋଗୀ ଭୂମି ବା ଘର କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳାମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ।

ପ୍ରତିକାର- ଶ୍ରୀ ହନୁମାନଙ୍କ ପାଖରେ ପେଡା ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :