ପୁଷ୍କର ଦୋଷ- ଦିବା ୦୨.୫୦ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୪.୧୪ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ।
ଧନିଷ୍ଠା- ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଯେକୌଣସି ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର୍ଯ୍ୟ କରିପାରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ । ଚାକିରି କ୍ଷେତ୍ରରେ ବୃଦ୍ଧି ବିଦ୍ୟାର ଉତ୍ତମ ପ୍ରୟୋଗ କରି କାର୍ଯ୍ୟରେ ସଫଳତା ପାଇବେ।
ଶତଭିଷା- ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ । ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ । ଛାତ୍ରଛାତ୍ରୀମାନେ ପଢାରେ ସହଯୋଗ ପାଇବେ । ରାଜନୀତିରେ ଆଗ୍ରହ ବଢିପାରେ।
ପୂ,ଭାଦ୍ରପଦ- ଶତ୍ରୁକୁ ଶରଣାଗତ କରାଇପାରନ୍ତି । ମହିଳାମାନେ ଉଦାର ସ୍ୱଭାବ ରହିବେ । ଉତ୍ତରାଧିକାରୀ ସୂତ୍ରରେ କୌଣସି ସମ୍ପତ୍ତିର ମାଲିକାନା ପାଇପାରନ୍ତି । ଖେଳ କୁଦରେ ଖୁସି ରହିବେ।
ପ୍ରତିକାର- ହନୁମାନ ଚାଳିଶା ପାଠ କରନ୍ତୁ।
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮