• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Mar 2024: ଏହି ରାଶିର ବ୍ୟକ୍ତିମାନେ କର୍ମ କ୍ଷେତ୍ରରେ ସଫଳତା ପାଇବେ...

ପୁଷ୍କର ଦୋଷ- ଦିବା ୦୨.୫୦ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୪.୧୪ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ।

Pisces

ମୀନ

Wednesday 06 Mar 2024

ପୂ,ଭାଦ୍ରପଦ- ପାରିବାରରେ ପିତାମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ । ଭାଇଭଉଣୀମାନେ ଆପଣଙ୍କ ସହିତ ରହିବେ । ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି।

ଉ,ଭାଦ୍ରପଦ- କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ଲାଭବାନ୍ ହେବେ । ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ । ସଘର୍ଷ କରି ବିଜୟ ଲାଭ ପାଇବ॥

ରେବତୀ- ନିର୍ଭରଯୋଗ୍ୟ ସୂତ୍ରରୁ କିଛି ଅର୍ଥ ପାଇବେ, ଯାହା ଆପଣଙ୍କର ଆର୍ଥିକ ଅସୁବିଧାକୁ ଦୂର କରିପାରେ । ଜମିବାଡି ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ । ବିଦ୍ୟାର୍ଥ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ।

ପ୍ରତିକାର- କେଶର, ବୁଟ, ହଳଦୀ ଆଦିକୁ ଖାଦ୍ୟ ପଦାର୍ଥରେ ସାମିଲ୍ କରନ୍ତୁ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :