• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Mar 2024: ଏହି ରାଶିର ବ୍ୟକ୍ତିମାନେ କର୍ମ କ୍ଷେତ୍ରରେ ସଫଳତା ପାଇବେ...

ପୁଷ୍କର ଦୋଷ- ଦିବା ୦୨.୫୦ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୪.୧୪ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ।

Leo

ସିଂହ

Wednesday 06 Mar 2024

ମଘା- ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇପାରେ । ନିଜର ବ୍ୟବସାୟକୁ ବିସ୍ତାର କରିବା ପାଇଁ ପଦକ୍ଷପ ନେବେ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ ।

ପୂ,ଫାଲଗୁନି- ବିବାହ ଆଶାୟୀ ଯୁବକଯୁବତୀମାନଙ୍କ ପାଇଁ ନିଜ ପସନ୍ଦର ଜୀବନସାଥୀ ମିଳିପାରେ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ବିଶିଷ୍ଟ ବ୍ୟକ୍ତିମାନଙ୍କ ପରାମର୍ଶକ୍ରମେ ଆଜିର କାମଗୁଡିକୁ ସବୁ ଠିକ୍ ହୋଇଯିବ।

ଉ,ଫାଲଗୁନି- ମାଲିମକଦ୍ଦମାରେ ଚିନ୍ତାଗ୍ରସ୍ତ ରହିବେ । ମହିଳାମାନେ ନକାରତ୍ମକ ଚିନ୍ତାଧାରା ମନକୁ ସୃଷ୍ଟି ହେବ । ନିଜର ବାସସ୍ଥାନ କରିବା ପାଇଁ ନୂତନ ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି।

ପ୍ରତିକାର- ଶ୍ରୀ ବିଷ୍ଣୁଙ୍କର ପୂଜା କରନ୍ତୁ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :