• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Mar 2024: ଏହି ରାଶିର ବ୍ୟକ୍ତିମାନେ କର୍ମ କ୍ଷେତ୍ରରେ ସଫଳତା ପାଇବେ...

ପୁଷ୍କର ଦୋଷ- ଦିବା ୦୨.୫୦ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୪.୧୪ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ।

Virgo

କନ୍ୟା

Wednesday 06 Mar 2024

ଉ,ଫଳଗୁନି- ପ୍ରେମିକକୁ ବିବାହ ପାଇଁ ପ୍ରସ୍ତାବ ଦେଇ ପାରନ୍ତି । ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇପାରନ୍ତି । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଚେଷ୍ଟା କରିବେ । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ।

ହସ୍ତା- ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଦେଖାଦେବ । ସାମାଜିକ କାର୍ଯ୍ୟରେ ସଫଳତା ପାଇବେ । ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ । ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ।

ଚିତ୍ରା- ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇପାରନ୍ତି । ଯେଉଁ କାର୍ଯ୍ୟ କରିବେ ତାହା ଅପ୍ରିୟକର ହୋଇପାରେ । ପୈତୃତକ ସମ୍ପତ୍ତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତୀୟ ବ୍ୟକ୍ତି ଲାଭବାନ୍ ହେବ ।

ପ୍ରତିକାର- କୈାଣସି ଧର୍ମାନୁଷ୍ଠାନରେ ନିଜର ସାଧ୍ୟ ମତେ କିଛି ସାହାଯ୍ୟ ସହଯୋଗ କରନ୍ତୁ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :