• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Mar 2024: ଏହି ରାଶିର ବ୍ୟକ୍ତିମାନେ କର୍ମ କ୍ଷେତ୍ରରେ ସଫଳତା ପାଇବେ...

ପୁଷ୍କର ଦୋଷ- ଦିବା ୦୨.୫୦ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୪.୧୪ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ।

Libra

ତୁଳା

Wednesday 06 Mar 2024

ଚିତ୍ରା- ଅନ୍ୟ କୌଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି । ଜୀବନସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବିଦ୍ୟାର୍ଥୀମାନେ ଏକାଗ୍ରତା ରକ୍ଷା କରିବେ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ।

ସ୍ୱାତୀ- ପରିବାର ସଦସ୍ୟଙ୍କ ସହିତ ତୀର୍ଥ ସ୍ଥାନକୁ ବୁଲିବା ପାଇଁ ଯିବେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ। ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଚାକିରିରେ ଅପଦସ୍ତ ହୋଇପାରନ୍ତି।

ବିଶାଖା- କଚେରୀ ମାମଲାରେ କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ମହିଳାମାନେ କାର୍ଯ୍ୟବ୍ୟସ୍ତ ରହିବେ । ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ।

ପ୍ରତିକାର- କୈାଣସି ଅସହାୟ ବା ଗରିବ ସ୍ତ୍ରୀ ଲୋକଙ୍କୁ ସାହାଯ୍ୟ କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :