• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Mar 2024: ଏହି ରାଶିର ବ୍ୟକ୍ତିମାନେ କର୍ମ କ୍ଷେତ୍ରରେ ସଫଳତା ପାଇବେ...

ପୁଷ୍କର ଦୋଷ- ଦିବା ୦୨.୫୦ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୪.୧୪ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ।

Scorpio

ବିଛା

Wednesday 06 Mar 2024

ବିଶାଖା- ଶାରୀରିକ କ୍ଲାନ୍ତି ଦୂର ହେବ ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ । ରାସ୍ତାଘାଟରେ ଯଥେଷ୍ଟ ସତର୍କତା ହୋଇ ଚଳିବା ଉଚିତ୍ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ।

ଅନୁରାଧା- ପରିବାର ସଦସ୍ୟଙ୍କ ମଧ୍ୟରେ ପାରସ୍ପରିକ ବୁଝାମଣା ହେବାରେ ସମୟ ଲାଗିପାରେ । ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । କୃଷି କ୍ଷେତ୍ରରେ ଫସଲ ହାନି ଘଟିପାର।

ଜ୍ୟେଷ୍ଠା- ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ।

ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :