• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Mar 2024: ଏହି ରାଶିର ବ୍ୟକ୍ତିମାନେ କର୍ମ କ୍ଷେତ୍ରରେ ସଫଳତା ପାଇବେ...

ପୁଷ୍କର ଦୋଷ- ଦିବା ୦୨.୫୦ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୪.୧୪ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ।

Capricorn

ମକର

Wednesday 06 Mar 2024

ଉ,ଷାଢା- ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡଜନିତ ସମସ୍ୟା ଦେଖା ଦେଇପାରେ । କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ଜୀବନ ସାଥୀଙ୍କ ସହିତ ଦୀର୍ଘ ସମୟ ଧରି କଥାବାର୍ତ୍ତା କରିବେ।

ଶ୍ରବଣା- ପୁରୁଣା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବ । ଚଳଚ୍ଚିତ୍ର, ସଙ୍ଗୀତ କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ଅଧିକ ଲାଭବାନ୍ ହେବେ।

ଧନିଷ୍ଠା- ଛାତ୍ରଛାତ୍ରୀମାନଙ୍କୁ ବହୁତ କଠିନ ପରିଶ୍ରମ କରିବାକୁ ପଡ଼ିବ । ରାଜନୀତିରେ ଚାପରେ ଗତିକରିବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । ପରିବାର ସଦସ୍ୟଙ୍କ ପାରସ୍ପରିକ ସହମତି ସହିତ ଆପଣ ଏକ ଭଲ ଯାନ କିଣି ପାରିବ।

ପ୍ରତିକାର- ପ୍ରତିଦିନ ସକାଳୁ କିଛି ଖାଦ୍ୟ କାଉମାନଙ୍କୁ ଖାଇବାକୁ ଦିଅନ୍ତୁ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :