ଅଶ୍ୱନୀ- ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ। ପ୍ରେମିକପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ। ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ।
ଅଶ୍ୱନୀ- ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ। ପ୍ରେମିକପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ। ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ। ଦ୍ୱିଜା- ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ। ବିଦ୍ୟାର୍ଥୀମାନେ ନାନା ସମସ୍ୟାରେ ଆଗେଇବେ। ପ୍ରେମିକା , ପ୍ରେମିକ ଦର୍ଶନୀୟ ସାନକୁ ବୁଲି ଯିବେ। କୃତିକା- ସମସ୍ୟା ରହିଥିଲେ ମଧ୍ୟ କାମ ହାସଲ ପାଇଁ ପ୍ରତିବନ୍ଧକ ସାଜିବ ନାହିଁ। ମାଲିମକଦ୍ଦମାରେ ବିଜୟ ଓ ଶତ୍ରୁଙ୍କୁ ପରାସ୍ତ କରିବାରେ ସହାୟକ ହେବେ। ଅର୍ଥନୈତିକ ପ୍ରଗତି ମାନସିକ ସ୍ଥିତିକୁ ଦୃଢ଼ୀଭୂତ କରିବ।
ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ।
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯