• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10h March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଅଶ୍ୱନୀ- ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ। ପ୍ରେମିକପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ। ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ।

Taurus

ବୃଷ

Monday 10 Mar 2025

କୃତିକା- ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ। ବନ୍ଧୁଙ୍କ ସାହାଯ୍ୟ ଦ୍ୱାରା କଠିନ କାଯ୍ୟ କରିବେ। ବୃଦ୍ଧି ବିଦ୍ୟାର ଉତ୍ତମ ଉପଯୋଗ କରି କାର୍ଯ୍ୟରେ ସଫଳତା ପାଇବେ। ମାଆଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ। ରୋହିଣୀ- କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ। ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ। ମୃଗଶିରା- ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳା ମାନେ ଅତିଥି ଚର୍ଚ୍ଚାରେ ସମୟ ବିତାଇବେ।

ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :