• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10h March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଅଶ୍ୱନୀ- ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ। ପ୍ରେମିକପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ। ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ।

Aquarius

କୁମ୍ଭ

Monday 10 Mar 2025

ଧନିଷ୍ଠା- ବାଣିଜ୍ୟ ଓ ବ୍ୟବସାୟ, ପରିବହନ ତଥା ଲେଖାପଢ଼ା ଓ କ୍ଷେତ୍ରରେ ଶୁଭଫଳ ପାଇବେ। ବନ୍ଧୁମାନଙ୍କ ସହଯୋଗୀ ମନୋଭାବ ପ୍ରତି ପ୍ରେମାନୁରାଗୀ ହୋଇପାରନ୍ତି। ଶତଭିଷା-ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟି ହେବ। ସମାଜ ସେବାରେ ବେଶ ଆନନ୍ଦ ଅନୁଭବ କରିବେ । ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ। ପୂ,ଭାଦ୍ରପଦ- ଜୀବନସାଥୀର ସମର୍ଥନ ଓ ପ୍ରେମ ପାଇବେ । ସମ୍ମାନିତ ଲୋକଙ୍କ ସହ ମିଶିବେ । ଆପଣଙ୍କ ପାଖକୁ ଧନଲାଭ ହେବା ଭଳି କାମ ଆସିବ।

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :