ଅଶ୍ୱନୀ- ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ। ପ୍ରେମିକପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ। ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ।
ପୂ,ଭାଦ୍ରପଦ- ମନରେ ଦୁଶ୍ଚିନ୍ତା ବଢିବ । ପାରିବାରିକ ମାଙ୍ଗଳିକ କାର୍ଯ୍ୟର ସୂଚନା ମିଳିବ। ବ୍ୟବସାୟରେ ପ୍ରତିଷ୍ଠା ଲାଭ କରିବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ। ଉ,ଭାଦ୍ରପଦ- ଅଫିସ୍ କାମରେ ବ୍ୟସ୍ତ ରହିବେ। ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ। ରାଜନୀତିରେ କିଛି ବିଶେଃଷ କଥା ଆଲୋଚନା କରିବେ। ରେବତୀ- ଜମିରେ ନିବେଶ ପାଇଁ ଶୁଭ ରହିବ । ମହିଳା ମାନେ ସୁଖି ରହିବେ । ଆପଣଙ୍କ ସ୍ୱଭାବ ଆଖପାଖର ବାତା ବରଣକୁ ମଜାଦାର କରିବ। ଅନ୍ୟମାନଙ୍କ ସମସ୍ୟାରେ ଆପଣ ବିଚଳିତ ହୋଇପାରନ୍ତି ।
ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ।
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩