• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10h March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଅଶ୍ୱନୀ- ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ। ପ୍ରେମିକପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ। ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ।

Gemini

ମିଥୁନ

Monday 10 Mar 2025

ମୃଗଶିରା- ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ। କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ। କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ। ଆଦ୍ରା- ନିର୍ମାଣାଧୀନ କାମ ଓ ଜମିଜମା ବିବାଦୀୟ ପରିସ୍ଥିତି ସ୍ଥଗିତ ରହିଯିବ । ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିଙ୍କ କାର‌୍ୟ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ। ପୁନର୍ବସୁ- ମହିଳା ମାନଙ୍କୁ ସମ୍ମାନ ଦେବେ । ଶତୃ କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରିପାରିବେ ନାହିଁ । ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପର୍ଣ୍ଣ କରିବେ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :