ଅଶ୍ୱନୀ- ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ। ପ୍ରେମିକପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ। ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ।
ପୁନର୍ବସୁ- ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ। ଘରକୁ ବନ୍ଧୁ ଆସିପାରନ୍ତି। କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୂରେଇବା ଭଲ। କାରବାରରେ ଆପଣଙ୍କର ବହୁତ ଲାଭ ହେବ। ପୁଷ୍ୟା- ରାଜନୀତିରେ ପ୍ରତିଷ୍ଠା ଅର୍ଜନ କରିବେ। ବେପାର ବୃତ୍ତିରୁ ସଫଳତା ହାସଲ କରିବେ। ଜୀବନ ସାଥି ଆପଣଙ୍କର ପ୍ରଂଶସା କରିବେ। ଆଇନ ଛାତ୍ରମାନେ ସମୟର ସଦୁପଯୋଗ କରନ୍ତୁ। ଅଶ୍ଲେଷା-ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ। ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ। କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ। ଘରକୁ ସଜାଡିବାରେ ବହୁତ ସମୟ ନେଇପାରନ୍ତି।
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨