• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10h March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଅଶ୍ୱନୀ- ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ। ପ୍ରେମିକପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ। ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ।

Leo

ସିଂହ

Monday 10 Mar 2025

ମଘା-ପାରିବାରିକ ଜୀବନରେ ଅବହେଳା ପ୍ରଦର୍ଶନ କରିବେ। ସରକାରୀ ଚାକିରିଆଙ୍କୁ ମନ ପସନ୍ଦ ଜାଗାକୁ ବଦଳି ହେବ। ଆଜି ଯେଉଁ କାମ କରିବେ ସେଥିରେ ସଫଳତା ପାଇବେ। ପୂ,ଫାଲଗୁନି- ବ୍ୟବସାୟ, ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇ କାମ ସ୍ଥଗିତ ରହିଯାଇପାରେ। ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେବ। ସାମାଜିକ ସ୍ତରରୁ ଅର୍ଥଲାଭ ଓ ବନ୍ଧୁମିଳନ ଅବଶ୍ୟ ଘଟିବ। ଉ,ଫାଲଗୁନି- ପରିସ୍ଥିତିବଶତଃ ଅନ୍ୟମାନଙ୍କୁ ବିଶ୍ୱାସକରି ପ୍ରତାରିତ ହୋଇପାରନ୍ତି। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହୋଇପାରନ୍ତି । ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ।

ପ୍ରତିକାର – ଇଷ୍ଟ ଦେବୀ ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :