• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10h March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଅଶ୍ୱନୀ- ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ। ପ୍ରେମିକପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ। ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ।

Virgo

କନ୍ୟା

Monday 10 Mar 2025

ଉ,ଫଳଗୁନି- ନିଜ ମନରେ ନୂଆ ନୂଆ ବିଚାର ଆସିପାରେ। ବ୍ୟବସାୟ ସଂପୂର୍ଣ୍ଣ କ୍ଷତିରେ ଚାଲିପାରନ୍ତି। ଶାରିରୀକ ଦୁର୍ବଳତା ଦେଖାଦେବ। ପାରିବାରିକ ଜୀବନରେ ପତ୍ନୀ ପିଡା ସହ ସନ୍ତାନ ଲାଭର ଯୋଗ ରହିଛି। ହସ୍ତା- ବିଦ୍ୟାର୍ଥୀମାନେ କିଛି ସଫଳତା ପାଇପାରନ୍ତି। ସରକାରୀ କାମରେ ସଫଳତା ପାଇବେ। ଅଧିକ କ୍ରୋଧ କରି ନିଜର କ୍ଷତି କରିପାରନ୍ତି। ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାଯ୍ୟକୁ ହାତକୁ ନେବେ। ଚିତ୍ରା- ମାଲିମକନ୍ଦମାରେ ସଫଳତା ହାସଲ କରିବେ । ମହିଳା ମାନେ ଆନନ୍ଦରେ ସମୟ ଅତିବାହିତ କରିବେ। ଲୋକେ ଆପଣଙ୍କ ବ୍ୟକ୍ତିତକୁ ପ୍ରେରଣା ଦେବେ।

ପ୍ରତିକାର – ସୂର୍ଯ୍ୟକୁ ଜଳଦାନ କରି ଦିନ ଆରମ୍ଭ କରନ୍ତୁ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :