ଅଶ୍ୱନୀ- ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ। ପ୍ରେମିକପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ। ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ।
ଚିତ୍ରା- କମ ପରିଶ୍ରମ କରି ନିଜର ଉଦ୍ଦେଶ୍ୟ ହାସଲ କରିନେବେ। ପ୍ରଭାବଶାଳୀ ଲୋକଙ୍କ ସହଯୋଗରେ ଆପଣଙ୍କର ଉତ୍ସାହ ଦ୍ୱିଗୁଣ ହେବ। ସମ୍ପତି ବଢାଇବାର ଯୋଜନା ସଫଳ ହେବ। ସ୍ୱାତୀ- କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ଲାଭବାନ୍ ହେବେ। ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ। ବିଶାଖା- ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି।
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜା କରନ୍ତୁ।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬