• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10h March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଅଶ୍ୱନୀ- ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ। ପ୍ରେମିକପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ। ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ।

Scorpio

ବିଛା

Monday 10 Mar 2025

ବିଶାଖା- ବାନ୍ଧବୀଙ୍କ ଠାରୁ ଶୁଭ ଖବର ଶୁଣିବାକୁ ପାଇବେ । ଉଦର ରୋଗରେ ଆକ୍ରାନ୍ତ ହେବେ । ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ। ଘରୋଇ ଚାକିରିଆଙ୍କୁ ନୂଆ ପକଳ୍ପ ମିଳିବ। ଅନୁରାଧା- ଦାମ୍ପତ୍ୟ ଜୀବନ ସାମଞସ୍ୟ ବଜାୟ ରହିବ। ଛାତ୍ରଛାତ୍ରି ମାନେ ପଢା ପଢିରେ ନିରନ୍ତର ମନ ଦେବେ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ। ଜ୍ୟେଷ୍ଠା- ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ମୁରବୀ ଆପଣଙ୍କୁ କୈାଣସି ଭଲ ପରାମର୍ଶ ଦେଇ ପାରନ୍ତି।

ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :