• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10h March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଅଶ୍ୱନୀ- ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ। ପ୍ରେମିକପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ। ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ।

Sagittarius

ଧନୁ

Monday 10 Mar 2025

ମୂଳା- ଦାମ୍ପତ୍ୟ ସୁଖରେ ଆସାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦର ସମାଧାନ ହେବ। ଉନ୍ନତ ଜ୍ଞାନ କୈାଶଳରେ କାର୍ଯ୍ୟ କରୁଥିବା ଲୋକମାନଙ୍କ ପାଇଁ ବିଶେଷ ଶୁଭ ହେବ। ପୂ,ଷାଢା- କର୍ତୁପକ୍ଷ ଆପଣଙ୍କୁ କୌଣସି ଦାୟିତ୍ୱ ଦେବେ । ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ। ଆପଣ କୈାଣସି ବିଷୟରେ ବଡ ନିଷ୍ପତ୍ତି  ନେଇପାରନ୍ତି।ଉ,ଷାଢା- ବହୁ ଦିନର ସ୍ୱପ୍ନ ସାକାର ହେବ । ଆପଣଙ୍କର ଧ୍ୟାନ ଧାର୍ମୀକ କାର‌୍ୟ୍ୟରେ ଲାଗି ରହିବ । ନିଜର ପ୍ରତିଭାକୁ ବିକଶିତ କରିବା ଲାଗି ଅବସର ପାଇବେ।

ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :