ଅଶ୍ୱନୀ- ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ। ପ୍ରେମିକପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ। ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ।
ଉ,ଷାଢା- କୈାଣସି ବିଶେଷ କାମରେ ପରିବାର ଲୋକଙ୍କ ସାହାଯ୍ୟ ପାଇବେ । ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ। ରାଜନୀତିରେ ମନକାମନା ପୂରଣ ହେବ। ଶ୍ରବଣା- ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ। ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ। ସାମାଜିକ କାର୍ୟ୍ୟରେ ଆପଣଙ୍କ ରୁଚି ବଢିବ। ଧନିଷ୍ଠା- କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ । ମହିଳା ମାନେ ମନରେ ନୂଆ ନୂଆ ବିଚାର ଆସିବ।
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ।
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮