• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th April 2023: ଏହି ରାଶିର ବ୍ୟକ୍ତି ଆଜି କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା କ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ସୋମବାର । ଚନ୍ଦ୍ର – ବିଛା ଅହୋରାତ୍ର ,ତିଥି – ୪ର୍ଥୀ ଦିବା ୦୮.୩୭ ଗତେ ୫ମୀ ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି

Aries

ମେଷ

Monday 10 Apr 2023

ଅଶ୍ୱନୀ- ସ୍ୱାସ୍ଥ୍ୟ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ବନ୍ଧୁମାନଙ୍କ ନିକଟରୁ ଅପେକ୍ଷା କରିଥିବା ଶୁଭଖବର ପାଇ ଉଲ୍ଲସିତ ହେବେ। ସହକର୍ମୀଙ୍କ ଆନୁଗତ୍ୟ ଫଳରେ କର୍ମକ୍ଷେତ୍ରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ମିଳିବ

ଦ୍ୱିଜା- ପଡ଼ୋଶୀଙ୍କ ସହାୟତାରେ ଅପରାହ୍ନେ ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି। ନିଜ ଗୃହ ସମସ୍ୟାକୁ ସଜାଡ଼ିବାକୁ ଯାଇ ବହୁତ ହଇରାଣ ହେବାକୁ ପଡ଼ିପାରେ।

କୃତିକା- ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହେବେ। ଅବଶ୍ୟ ସାହାଯ୍ୟକାରୀ ମନୋବୃତ୍ତି ଓ କାର‌୍ୟ୍ୟଦକ୍ଷତା ହେତୁ ନିଜ ପରିସରରେ ପ୍ରଶଂସିତ ହେବେ

ପ୍ରତିକାର - ମାଆ ବଗଳାମୁଖିଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :