• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th April 2023: ଏହି ରାଶିର ବ୍ୟକ୍ତି ଆଜି କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା କ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ସୋମବାର । ଚନ୍ଦ୍ର – ବିଛା ଅହୋରାତ୍ର ,ତିଥି – ୪ର୍ଥୀ ଦିବା ୦୮.୩୭ ଗତେ ୫ମୀ ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି

Taurus

ବୃଷ

Monday 10 Apr 2023

କୃତିକା- ସାଧାରଣ କଥାରେ ସ୍ତ୍ରୀ ସହିତ ସାମାନ୍ୟ ତିକ୍ତତସ ଦେଖ।। ଦେଇପାରନ୍ତି। ଆଜିର ଯାତ୍ରା, ବାଣିଜ୍ୟ ଓ ବ୍ୟବସାୟ ଏବଂ ପରିବହନ କ୍ଷେତ୍ରରୁ ପ୍ରଶଂସିତ ହେବେ। ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବାକୁ ପଡ଼ିବ। ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ।

ରୋହିଣୀ- ସ୍ଥଗିତକର୍ମ ସମ୍ପାଦନ ଓ ଅର୍ଥ ଲାଭର ଯୋଜନା କରିବା କାମରେ ନିଜକୁ ନିୟୋଜିତ କରିପାରନ୍ତି। ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍ କରି ପାରନ୍ତି। କଠୋର ବାକ୍ୟାଳାପ କାରଣରୁ ସହକର୍ମୀଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ।

ମୃଗଶିରା- ପାରିବାରିକ ସ୍ଥିରତା ରକ୍ଷା କରିବାରେ ଅସମର୍ଥ ହୋଇପଡ଼ିବେ। ବିବାଦୀୟ ପରିସ୍ଥିତିରେ ଲଢ଼େଇ କଲେ ବାଦୀ ଓ ପ୍ରତିବାଦୀ ଉଭୟେ କ୍ଷତିଗ୍ରସ୍ତ ହେବା ବ୍ୟତୀତ କିଛି ଲାଭ ହେବନି

ପ୍ରତିକାର – ପର୍ଶୁରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :