• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th April 2023: ଏହି ରାଶିର ବ୍ୟକ୍ତି ଆଜି କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା କ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ସୋମବାର । ଚନ୍ଦ୍ର – ବିଛା ଅହୋରାତ୍ର ,ତିଥି – ୪ର୍ଥୀ ଦିବା ୦୮.୩୭ ଗତେ ୫ମୀ ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି

Aquarius

କୁମ୍ଭ

Monday 10 Apr 2023

ଧନିଷ୍ଠା- ବାରମ୍ବାର ସମସ୍ୟା ଉପୁଜୁଥିବା କାରଣରୁ ସବୁକାମ ବିଳମ୍ବରେ ଓ କଷ୍ଟରେ ସମ୍ପନ୍ନ ହେବ । ସାଧାରଣ କଥାରେ ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି ,ମାତ୍ର ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ। ବ୍ୟବସାୟରେ ଉନ୍ନତି ହେବ, କିନ୍ତୁ ପ୍ରତିବନ୍ଧକ ଲାଗିରହିବ

ଶତଭିଷା- ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ଘଟିବା ହେତୁ ମନୋବଳ ବୃଦ୍ଧି ପାଇବ। ଆନୁଷ୍ଠାନିକ କାମ, ମନୋରଞ୍ଜନ, ରଚନାମତ୍କ କାର‌୍ୟ୍ୟରେ ଅଗ୍ରଗତି ଘଟିବ।

ପୂ, ଭାଦ୍ରପଦ- ଜମିଜମା, ଗୃହସୀମା ପ୍ରଭୃତି ବିବାଦମାନ ସ୍ଥିତିରୁ ସହସା ମୁକ୍ତି ମିଳିବ। ସାମାଜିକ ସ୍ତରରେ ଅସମ୍ମାନିତ ହୋଇପାରନ୍ତି । ପାରିପାର୍ଶ୍ୱିକ ପରିସ୍ଥିତି ଉନ୍ନତ ରହିବା ହେତୁ କାର‌୍ୟ୍ୟ ସହଜରେ ସାଧିତ ହୋଇପାରିବ।

ପ୍ରତିକାର – ଦକ୍ଷିଣ କାଳୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :