• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th April 2023: ଏହି ରାଶିର ବ୍ୟକ୍ତି ଆଜି କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା କ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ସୋମବାର । ଚନ୍ଦ୍ର – ବିଛା ଅହୋରାତ୍ର ,ତିଥି – ୪ର୍ଥୀ ଦିବା ୦୮.୩୭ ଗତେ ୫ମୀ ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି

Pisces

ମୀନ

Monday 10 Apr 2023

ପୂ, ଭାଦ୍ରପଦ- ଆଜି ସ୍ୱାସ୍ଥ୍ୟ ଭଲ ଥିଲେ ମଧ୍ୟ ମନ ଅନୁଯାୟୀ କାମ ସମ୍ପନ୍ନ କରିବା କଷ୍ଟକର ହୋଇ ପଡ଼ିବ। ଆଜି ଯେତିକି ପାଇବେ ସେମିତି ଖର୍ଚ୍ଚ ମଧ୍ୟ କରିବେ। ନିଜ ନିଜ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ

ଉ, ଭାଦ୍ରପଦ- ବାଣିଜ୍ୟ, ବ୍ୟବସାୟ, ପରିବହନ ତଥା ଶିଳ୍ପରୁ ମନ ଖୁସି ରହିବ। ବିବାଦୀୟ ଘଟଣାଠାରୁ ଦୂରେଇ ନ ରହିଲେ ଝମେଲା ହୋଇପାରେ । ଦେବତା ଦର୍ଶନରେ ମନ ନିବେଶ କରିବେ

ରେବତୀ- ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଲକ୍ଷ୍ୟ ହାସଲରେ ଆଗେଇ ଯିବେ । ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ । ସାମାନ୍ୟ ଅସୁବିଧା ହେଲେ ମଧ୍ୟ ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ

ପ୍ରତିକାର - ବୃହସ୍ପତିଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :