ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ସୋମବାର । ଚନ୍ଦ୍ର – ବିଛା ଅହୋରାତ୍ର ,ତିଥି – ୪ର୍ଥୀ ଦିବା ୦୮.୩୭ ଗତେ ୫ମୀ ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି
ପୁନର୍ବସୁ- କାର୍ଯ୍ୟ କ୍ଷେତ୍ରରେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ସୂଚନା ରହିଛି। ବହୁତ ସମୟ ଧରି ଭ୍ରମଣ କାରଣରୁ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଘରେ ବନ୍ଧୁ ମିଳନ ଓ ଆମୋଦ ପ୍ରମୋଦ ସକାଶେ ନୂତନ ଯୋଜନା କରିବେ
ପୁଷ୍ୟା- ଅପ୍ରିୟ ସତ୍ୟ ଭାଷଣ ବନ୍ଧୁମାନଙ୍କ ମେଳରେ ସମସ୍ୟା ସୃଷ୍ଟିର କାରଣ ପାଲଟିଯିବ। ଆଜି ସାଧାରଣ କଥାରେ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିବ। ସଭାସମିତିରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇ ପଡ଼ିବେ
ଅଶ୍ଳେଷା- ବିବାଦୀୟ ପରିସ୍ଥିତିରେ ଲଢ଼େଇ କଲେ ବାଦୀ ଓ ପ୍ରତିବାଦୀ ଉଭୟେ କ୍ଷତିଗ୍ରସ୍ତ ହେବା ବ୍ୟତୀତ କିଛି ଲାଭ ହେବନି। ଆନୁଷ୍ଠାନିକ କାମରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କାମ ଅଟକିବ ନାହିଁ
ପ୍ରତିକାର – ମାଆ ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ ।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨