• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th April 2023: ଏହି ରାଶିର ବ୍ୟକ୍ତି ଆଜି କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା କ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ସୋମବାର । ଚନ୍ଦ୍ର – ବିଛା ଅହୋରାତ୍ର ,ତିଥି – ୪ର୍ଥୀ ଦିବା ୦୮.୩୭ ଗତେ ୫ମୀ ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି

Sagittarius

ଧନୁ

Monday 10 Apr 2023

ମୂଳା- ବକେୟା ଅର୍ଥ ପ୍ରାପ୍ତି ସକାଶେ ଉଚ୍ଚ ଆଶାକରି ନିରାଶ ହେବେ। ଘରୋଇ ସମସ୍ୟା ହେତୁ ମାନସିକ ଶାନ୍ତି ବ୍ୟାହତ ହେବ। ଆପଣଙ୍କ ପରିସ୍ଥିତିକୁ ଲକ୍ଷ୍ୟକରି ମିତ୍ରବନ୍ଧୁମାନେ ଅବଶ୍ୟ ସହଯୋଗ କରିବେ

ପୂ, ଷାଢା- କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭକରି ଉପକୃତ ହୋଇପାରନ୍ତି। ପରିସ୍ଥିତିବଶତଃ ଖର୍ଚ୍ଚାନ୍ତ ହେବା ସାଙ୍ଗକୁ ସାଧାରଣ କଥାକୁ ମଧ୍ୟ ଭିନ୍ନାର୍ଥରେ ଗ୍ରହଣକରି ଅଶାନ୍ତ ରହିବେ। ନିଜ ବେକାର ଭାଇଙ୍କ କାମଧନ୍ଦା ପାଇଁ ଚିନ୍ତା କରିବେ।

ଉ, ଷାଢା- ସାଂସ୍କୃତିକ କାର‌୍ୟ୍ୟକ୍ରମ କ୍ଷେତ୍ରରେ ସଫଳତା ହାସଲ କରିପାରିବେ। ବିଶୃଙ୍ଖଳିତ ପୁତ୍ରକନ୍ୟାଙ୍କ ହେତୁ କେତେକ ସମସ୍ୟାକୁ ନେଇ ଚିନ୍ତିତ ହୋଇପାରନ୍ତି। ତରବରିଆ ଭାବେ କୌଣସି କାମ ନ କରି ଦେଖିଚାହିଁ ପଦକ୍ଷେପ ନିଅନ୍ତୁ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :