• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th April 2023: ଏହି ରାଶିର ବ୍ୟକ୍ତି ଆଜି କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା କ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ସୋମବାର । ଚନ୍ଦ୍ର – ବିଛା ଅହୋରାତ୍ର ,ତିଥି – ୪ର୍ଥୀ ଦିବା ୦୮.୩୭ ଗତେ ୫ମୀ ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି

Capricorn

ମକର

Monday 10 Apr 2023

ଉ, ଷାଢା- ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ, କିନ୍ତୁ ଈର୍ଷାପର ଆତ୍ମୀୟମାନଙ୍କ ସହ ସମ୍ପର୍କହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ଦୀର୍ଘଦିନରୁ ବାକି ରହିଯାଇଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ

ଶ୍ରବଣା- ପରିବାରରେ ପିଲାଙ୍କ ଆଚରଣଗତ ତ୍ରୁଟିରୁ ସମସ୍ୟା ଆସିପାରେ। ବ୍ୟବସାୟୀମାନେ ବିଶେଷଭାବେ ପରିବହନ, ମନୋରଞ୍ଜନ କାର‌୍ୟ୍ୟକ୍ରମାଦିରୁ ଲାଭବାନ ହେବେ।

ଧନିଷ୍ଠା- ଆଜି ଆନୁଷ୍ଠାନିକ କ୍ଷେତ୍ରରେ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ପୁତ୍ରକନ୍ୟାଙ୍କ ବିବାହ ବିଷୟକୁ କେନ୍ଦ୍ରକରି ସମସ୍ୟା ଲାଗି ରହିପାରେ। ବିଭିନ୍ନ ଯୋଜନାର କାମ ଆର୍ଥିକ ସ୍ଥିତିକୁ ବିଗାଡୁଥିବାରୁ ବ୍ୟସ୍ତ ବିବ୍ରତ ହୋଇପାରନ୍ତି

ପ୍ରତିକାର – ମଦାଦେବଙ୍କର ଦର୍ଶନ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :