• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th April 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୦ ତାରିଖ ବୁଧବାର । ଚନ୍ଦ୍ର- ମେଷ ଅହୋରାତ୍ର,ତିôଥ- ୨ୟା ସନ୍ଧ୍ୟା ୦୫.୩୨ ଗତେ ୩ୟା ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ସାନ ସନ୍ଧ୍ୟା ୦୫.୩୨ ପର୍ଯ୍ୟନ୍ତ, ରାତ୍ରି ୦୩.୦୬ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Pisces

ମୀନ

Wednesday 10 Apr 2024

ପୂ , ଭାଦ୍ରପଦ - ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର‌୍ୟ୍ୟସିଦ୍ଧି ଘଟିବ । ସମସ୍ୟା ଭାରକ୍ରାନ୍ତ ହୋଇ ମନଟା ଭଲ ଲାଗିବ ନାହିଁ । କଳହ ଲାଗିଥିବା ବନ୍ଧୁଙ୍କ ପ୍ରତି ସତର୍କ ରୁହନ୍ତୁ ।

ଉ , ଭଦ୍ରପଦ - ସାମାଜିକ ସ୍ତରରେ ଜନମଙ୍ଗଳ କାମରେ ନିଜକୁ ନିଯୋଜିତ କରିପାରନ୍ତି । ରାଜନିତିରେ ସଭାସମିତିରେ ଆଗ୍ରହୀ ହୋଇପାରନ୍ତି । ଛାତ୍ରମାନେ ପଢାରେ ସାହାର‌୍ୟ୍ୟ ପାଇବେ

ରେବତୀ – ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ । ମହିଳା ମାନଙ୍କର ସମସ୍ୟା ସୁଧାରିବା କ୍ଷେତ୍ରରେ ସହଯୋଗ ଅଭାବ ରହିବ ନାହିଁ ।

ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :