• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th April 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୦ ତାରିଖ ବୁଧବାର । ଚନ୍ଦ୍ର- ମେଷ ଅହୋରାତ୍ର,ତିôଥ- ୨ୟା ସନ୍ଧ୍ୟା ୦୫.୩୨ ଗତେ ୩ୟା ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ସାନ ସନ୍ଧ୍ୟା ୦୫.୩୨ ପର୍ଯ୍ୟନ୍ତ, ରାତ୍ରି ୦୩.୦୬ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Cancer

କର୍କଟ

Wednesday 10 Apr 2024

ପୁନର୍ବସୁ - ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ହେବ । ନିକଟ ସମ୍ପର୍କୀୟଙ୍କ ଠାରୁ ସାହାର‌୍ୟ୍ୟ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ ।

ପୁଷ୍ୟା – ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ବୈବାହିକ ବନ୍ଧନରେ ବାନ୍ଧି ହୋଇପାରନ୍ତି ।

ଅଶ୍ଳେଷା - ବ୍ୟବସାୟରେ ଆଶା ପୂରଣ କରିବା ପାଇଁ ସମ୍ଭାବନା ରହିଛି । ଜମିଜମା କାରବାରରେ ଉପକୃତ ହେବେ । ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇ ପାରନ୍ତି ।

ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :