• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th April 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୦ ତାରିଖ ବୁଧବାର । ଚନ୍ଦ୍ର- ମେଷ ଅହୋରାତ୍ର,ତିôଥ- ୨ୟା ସନ୍ଧ୍ୟା ୦୫.୩୨ ଗତେ ୩ୟା ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ସାନ ସନ୍ଧ୍ୟା ୦୫.୩୨ ପର୍ଯ୍ୟନ୍ତ, ରାତ୍ରି ୦୩.୦୬ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Capricorn

ମକର

Wednesday 10 Apr 2024

ଉ , ଷାଢା – ମାନସିକ ଅସି୍ଥରତାକୁ ବୃଦ୍ଧି କରିବାରେ ବନ୍ଧୁଙ୍କ ପରୋକ୍ଷ କାର‌୍ୟ୍ୟାବଳୀ ଅନନ୍ୟ କାରଣ ହୋଇପାରେ । ପରିବାରରେ ସନ୍ତାନଙ୍କ କୃତି ଓ କୃତିତ୍ୱରେ ଖୁସି ହୋଇପାରନ୍ତି ।

ଶ୍ରବଣା – ଅଫିସରେ ସ୍ଥଗିତ କାମ ପାଇଁ ଉପରିସ୍ଥ କର୍ମଚାରୀ କଡା କଥା କହିପାରନ୍ତି । ଆନୁଷ୍ଠାନିକ କାର‌୍ୟ୍ୟ ସକାଶେ ପ୍ରସ୍ତୁତିପୂର୍ବ ଜୋରଦାର କରିପାରନ୍ତି ।

ଧନିଷ୍ଠା –ବ୍ୟବସାୟରେ ଆଶା ଅନୂରୂପ ଫଳ ପାଇବେ । ଗୃହସୀମା ପାଇଁ ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ । ମହିଳା ମାନେ ଦାୟିତ୍ୱବାନ୍ ରହିବେ ।

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :