• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th August 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଅର୍ଥ ଲାଭର ସୁଯୋଗ ରହିଛି

ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଗୁରୁବାର । ଚନ୍ଦ୍ର – ମେଷ ପ୍ରାତଃ ୦୭.୪୩ ଗତେ ବୃଷ, ତିଥି -  ୧୦ମୀ ନିଶାନ୍ତ ୦୫.୦୬ ଗତେ ୧୧ଶୀ, ଘାତ ଚନ୍ଦ୍ର – ବିଛା ଅହୋରାତ୍ର, ଘାତବାର – ତୁଳା ଓ କୁମ୍ଭ, ପୁଷ୍କର ଦୋଷ – ନାସ୍ତି

Taurus

ବୃଷ

Thursday 10 Aug 2023

କୃତିକା - ନିଜ ସ୍ୱାସ୍ଥ୍ୟକୁ ନେଇକି ଅଧିକ ଚିନ୍ତା କରନ୍ତୁ ନାହିଁ । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ ।

ରୋହିଣୀ - ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ ।

ମୃଗଶିରା - ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ଘରୋଇ କାର୍ଯ୍ୟ ଯୋଗୁଁ ଥକା ଅନୁଭବ କରିବେ ।

ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :