• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th August 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଅର୍ଥ ଲାଭର ସୁଯୋଗ ରହିଛି

ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଗୁରୁବାର । ଚନ୍ଦ୍ର – ମେଷ ପ୍ରାତଃ ୦୭.୪୩ ଗତେ ବୃଷ, ତିଥି -  ୧୦ମୀ ନିଶାନ୍ତ ୦୫.୦୬ ଗତେ ୧୧ଶୀ, ଘାତ ଚନ୍ଦ୍ର – ବିଛା ଅହୋରାତ୍ର, ଘାତବାର – ତୁଳା ଓ କୁମ୍ଭ, ପୁଷ୍କର ଦୋଷ – ନାସ୍ତି

Aquarius

କୁମ୍ଭ

Thursday 10 Aug 2023

ଧନିଷ୍ଠା - କ୍ଷମତାଶାଳୀ ହେବାର ସୁଯୋଗ ଆସିବ । ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଅପ୍ରତ୍ୟାଶିତ ସଂମ୍ପତି ମିଳିବାର ସୂଚନା ଅଛି । ପାରିବାରିକ ଅସ୍ୱାସ୍ଥ୍ୟ କର ପରିସ୍ଥିତିକୁ ନେଇ ଚିନ୍ତା ଗ୍ରସ୍ତ ରହିବେ ।

ଶତଭିଷା - ଚାକିରିରେ ହାକିମଙ୍କ ପ୍ରତି ଭୟ ରହିବ । ବିଶିଷ୍ଠ ବ୍ୟକ୍ତିଙ୍କ ସହିତ ସଂମ୍ପର୍କ ବୃଦ୍ଧି ହେବ । ମହିଳାମାନେ ବିଭିନ୍ନ ପ୍ରକାର ଲାଭର ସୈାଭାଗ୍ୟ ଲାଭ କରବେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ ।

ପୂ, ଭାଦ୍ରପଦ - ବିଦ୍ୟାର୍ଥୀ ମାନେ ପଢାରେ ସମ୍ମାନ ମିଳିବା ସହିତ ବିଦେଶା ଗତ ହେବାର ସୁଯୋଗ ରହିଛି । ବିବାହିତ ସମ୍ବନ୍ଧୀୟ କଥାବାର୍ତ୍ତା ବେଳେ ସଂଯମ ରଖନ୍ତୁ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି ।

ପ୍ରତିକାର – ଶନିଦେବଙ୍କ ଗାୟତ୍ରି ମନ୍ତ୍ରକୁ ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :