• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th August 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଅର୍ଥ ଲାଭର ସୁଯୋଗ ରହିଛି

ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଗୁରୁବାର । ଚନ୍ଦ୍ର – ମେଷ ପ୍ରାତଃ ୦୭.୪୩ ଗତେ ବୃଷ, ତିଥି -  ୧୦ମୀ ନିଶାନ୍ତ ୦୫.୦୬ ଗତେ ୧୧ଶୀ, ଘାତ ଚନ୍ଦ୍ର – ବିଛା ଅହୋରାତ୍ର, ଘାତବାର – ତୁଳା ଓ କୁମ୍ଭ, ପୁଷ୍କର ଦୋଷ – ନାସ୍ତି

Leo

ସିଂହ

Thursday 10 Aug 2023

ମଘା - କର୍ମକ୍ଷେତ୍ରରେ କେତେକ ସମସ୍ୟାକୁ କେନ୍ଦ୍ରକରି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ । ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ । ଈର୍ଷା ପରାୟଣ ମନୋଭାବ କାରଣରୁ ନିକଟ ସମ୍ପର୍କୀୟମାନେ ଦୂରେଇ ରହିପାରନ୍ତି ।

ପୂ- ଫାଲ୍‌ଗୁନୀ – ଅଫିସ୍‌ରେ ବଡ଼ ଅଧିକାରୀ ମାନଙ୍କର ସହଯୋଗ ପାଇବେ । ଭାଷଣ ବାଜିରେ କ୍ରୋଧକୁ ଆୟତକରି ଉଚିତ୍ । ଛାତ୍ରଛାତ୍ରୀ ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ ।

ଉ- ଫାଲ୍‌ଗୁନୀ - ସାମାଜିକ ସ୍ତରରେ ପ୍ରଶଂସାର ପାତ୍ର ହୋଇପାରନ୍ତି । ପ୍ରଶାସନ, ଆଇନ, କଳା, ସାହିତ୍ୟରେ ଉନ୍ନତି କରିବେ । ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି ।

ପ୍ରତିକାର – ଶ୍ରୀ ମାତଙ୍ଗୀଙ୍କ ପୂଜା କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :