• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th August 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଅର୍ଥ ଲାଭର ସୁଯୋଗ ରହିଛି

ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଗୁରୁବାର । ଚନ୍ଦ୍ର – ମେଷ ପ୍ରାତଃ ୦୭.୪୩ ଗତେ ବୃଷ, ତିଥି -  ୧୦ମୀ ନିଶାନ୍ତ ୦୫.୦୬ ଗତେ ୧୧ଶୀ, ଘାତ ଚନ୍ଦ୍ର – ବିଛା ଅହୋରାତ୍ର, ଘାତବାର – ତୁଳା ଓ କୁମ୍ଭ, ପୁଷ୍କର ଦୋଷ – ନାସ୍ତି

Capricorn

ମକର

Thursday 10 Aug 2023

ଉ, ଷାଢା - ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପୀଡ଼ା ଅପେକ୍ଷାକୃତ କମ ରହିବ । ନିକଟ ସମ୍ପର୍କୀୟଙ୍କ ଠାରୁ ସାହାର୍ଯ୍ୟ ପାଇ ଖୁସି ହେବେ ।

ଶ୍ରବଣା - କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର୍ଯ୍ୟ ପାଇବେ । ଆଜି କୌଣସି ଆନୁଷ୍ଠାନିକ କାମରେ ନିୟୋଜିତ ରହିବେ । ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ ।

ଧନିଷ୍ଠା - ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ । ମହିଳା ମାନେ କରିଥିବା ଆଶା ପୂରଣ ହୋଇପାରେ । ପୁରୁଣା ଗାଡି ବିକିବାରେ ମନ ବଳାଇବେ ।

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :