• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th August 2024: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଯାତ୍ରା କରିବେ..

ସୈାର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୦ ତାରିଖ ଶନିବାର। ଚନ୍ଦ୍ର- କନ୍ୟା ଦିବା ୦୪.୧୮ ଗତେ ତୁଳା। ତିଥି- ୬ଷ୍ଠୀ ଅହୋରାତ୍ର। ଘାତଚନ୍ଦ୍ର- ବୃଷ ରାଶିର ଦିବା ୦୪.୧୮ ପର୍ଯ୍ୟନ୍ତ। ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ।

Taurus

ବୃଷ

Saturday 10 Aug 2024

କୃତିକା- ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ଚାକିରି ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ଛୋଟ ଆଖ ପାଖ ଗତିବିଧି ଉପରେ ନଜର ରଖନ୍ତୁ ।

ରୋହିଣୀ- ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେବ । ବିଦ୍ୟାର୍ଥୀମାନେ ଦିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକସ୍ତରରେ ପ୍ରଂଶସିତ ହେବେ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ।

ମୃଗଶିରା- ବିଦ୍ୟାର୍ଥୀମାନେ ପ୍ରତିଯୋଗିତାମୂଳକ ପରିକ୍ଷାରେ ସଫଳ ହେବେ। ରାଜନୀତିରେ ଚାପରେ ଗତିକରିବେ। ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ।

ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :