• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th August 2024: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଯାତ୍ରା କରିବେ..

ସୈାର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୦ ତାରିଖ ଶନିବାର। ଚନ୍ଦ୍ର- କନ୍ୟା ଦିବା ୦୪.୧୮ ଗତେ ତୁଳା। ତିଥି- ୬ଷ୍ଠୀ ଅହୋରାତ୍ର। ଘାତଚନ୍ଦ୍ର- ବୃଷ ରାଶିର ଦିବା ୦୪.୧୮ ପର୍ଯ୍ୟନ୍ତ। ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ।

Aquarius

କୁମ୍ଭ

Saturday 10 Aug 2024

ଧନିଷ୍ଠା- ପାରିବାରିକ ସମସ୍ୟାକୁ ସମାଧାନ କରିବା ପାଇଁ ଚେଷ୍ଟିତ ହେବେ । କର୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ । ସାଂସାରିକ ଜୀବନରେ ଚିନ୍ତିତ ରହିବେ।

ଶତଭିଷା- ବ୍ୟବସାୟ କ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନଚେତ୍ ଠକାମିରେ ପଡିବେ । ଛାତ୍ରଛାତ୍ରୀ ମାନେ ଶିକ୍ଷକ ଓ ଶିକ୍ଷୟତ୍ରୀମାନଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ । କର୍ମକ୍ଷେତ୍ରରେ ସତ୍ୟ କହି ବିବାଦର ଶିକାର ହୋଇପାରନ୍ତି।

ପୂ,ଭାଦ୍ରପଦ- ଦୂରଯାତ୍ରାକୁ ଭ୍ରମଣ କରିପାରନ୍ତି । ମାଲିମକଦ୍ଦମାରେ ଆପୋସ ସମାଧାନ ଘଟିବାର ଆଶା ରହିଛି । ମହିଳାମାନେ ପୂଜା ପାଠରେ ମନୋନିବେଶ କରିପାରନ୍ତି।

ପ୍ରତିକାର – ଶନିଦେବଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :