• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th August 2024: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଯାତ୍ରା କରିବେ..

ସୈାର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୦ ତାରିଖ ଶନିବାର। ଚନ୍ଦ୍ର- କନ୍ୟା ଦିବା ୦୪.୧୮ ଗତେ ତୁଳା। ତିଥି- ୬ଷ୍ଠୀ ଅହୋରାତ୍ର। ଘାତଚନ୍ଦ୍ର- ବୃଷ ରାଶିର ଦିବା ୦୪.୧୮ ପର୍ଯ୍ୟନ୍ତ। ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ।

Pisces

ମୀନ

Saturday 10 Aug 2024

ପୂ,ଭାଦ୍ରପଦ- ପାରିବାରରେ ସୁସ୍ଥ ବାତାବରଣ ଜାରିରହିବ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର‌୍ୟ୍ୟରେ ନିୟୋଜିତ ହୋଇପାରନ୍ତି । ନିଜର ଭଲ କାମ ପାଇଁ ପ୍ରଂଶସିତ ହେବେ

ଉ,ଭାଦ୍ରପଦ- ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ବିଶିଷ୍ଟ ବ୍ୟକ୍ତିମାନଙ୍କ ପରାମର୍ଶକ୍ରମେ ଆଜିର କାମଗୁଡିକ ସବୁ ଠିକ୍ ହୋଇଯିବ । ନୂତନ କାର୍ଯ୍ୟ ଆରମ୍ଭ କରି, ତାହା ଶେଷ କରିବାରେ ସମର୍ଥ ହେବେ।

ରେବତୀ- ଛାତ୍ରଛାତ୍ରୀମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳାମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ । ଆଇନ୍ ଅଦାଲତ ଥିବା ଦୁଶ୍ଚିନ୍ତା ଦୂର ହୋଇପାରେ।

ପ୍ରତିକାର– ବିଷ୍ଣୁଙ୍କୁ ପୂଜା କରି ଦିନଟି ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :