• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th August 2024: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଯାତ୍ରା କରିବେ..

ସୈାର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୦ ତାରିଖ ଶନିବାର। ଚନ୍ଦ୍ର- କନ୍ୟା ଦିବା ୦୪.୧୮ ଗତେ ତୁଳା। ତିଥି- ୬ଷ୍ଠୀ ଅହୋରାତ୍ର। ଘାତଚନ୍ଦ୍ର- ବୃଷ ରାଶିର ଦିବା ୦୪.୧୮ ପର୍ଯ୍ୟନ୍ତ। ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ।

Leo

ସିଂହ

Saturday 10 Aug 2024

ମଘା- ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ । ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହୋଇପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ ।

ପୂ,ଫାଲଗୁନି- ଭାବିଥିବା କାମରେ ନିଜ ଦକ୍ଷତା ବଳରେ ପୁରା କରିବେ । ସୁନା ଅଳଙ୍କାର କିଣିବା ଲାଗି ଭାବିବେ । ନୂଆ ଉଦ୍ୟୋଗୀ ଗଢିବା ପାଇଁ ଭାବିବେ।

ଉ,ଫାଲଗୁନି- ରାଜନୀତିରେ ସହଯୋଗ ମିଳିବ । ପାଠପଢାରେ ପରିଶ୍ରମ କରିବାକୁ ପଡିବ । କାହା ପ୍ରତି ଆପଣଙ୍କ ମନ୍ତବ୍ୟ ପ୍ରକାଶ କରନ୍ତୁ ନାହିଁ ।

ପ୍ରତିକାର – ଶ୍ରୀ ମାତଙ୍ଗୀଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :