• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th August 2024: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଯାତ୍ରା କରିବେ..

ସୈାର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୦ ତାରିଖ ଶନିବାର। ଚନ୍ଦ୍ର- କନ୍ୟା ଦିବା ୦୪.୧୮ ଗତେ ତୁଳା। ତିଥି- ୬ଷ୍ଠୀ ଅହୋରାତ୍ର। ଘାତଚନ୍ଦ୍ର- ବୃଷ ରାଶିର ଦିବା ୦୪.୧୮ ପର୍ଯ୍ୟନ୍ତ। ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ।

Virgo

କନ୍ୟା

Saturday 10 Aug 2024

ଉ,ଫଳଗୁନି- ରାସ୍ତାଘାଟରେ ଯଥେଷ୍ଟ ସତର୍କତା ହୋଇ ଚଳିବା ଉଚିତ୍ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସମନ୍ୱୟ ରକ୍ଷାକରିବା ଫଳରେ ବନ୍ଧୁତ୍ୱ ବୃଦ୍ଧି ପାଇବ।

ହସ୍ତା- ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଂଶସିତ ହେବେ । କର୍ମକ୍ଷେତ୍ରରେ ପଦୋନ୍ନତି ସୂଚନା ପାଇ ମନ ଆନନ୍ଦ ହେବ । ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ।

ଚିତ୍ରା- ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ମାଲିମକଦ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ।

ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :