• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th August 2024: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଯାତ୍ରା କରିବେ..

ସୈାର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୦ ତାରିଖ ଶନିବାର। ଚନ୍ଦ୍ର- କନ୍ୟା ଦିବା ୦୪.୧୮ ଗତେ ତୁଳା। ତିଥି- ୬ଷ୍ଠୀ ଅହୋରାତ୍ର। ଘାତଚନ୍ଦ୍ର- ବୃଷ ରାଶିର ଦିବା ୦୪.୧୮ ପର୍ଯ୍ୟନ୍ତ। ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ।

Libra

ତୁଳା

Saturday 10 Aug 2024

ଚିତ୍ରା- ଦାମ୍ପତ୍ୟ ଜୀବନ ସଜାଡିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ ।

ସ୍ୱାତୀ- ନିଜର ଦୋଷ ତ୍ରୁଟି ସ୍ୱକାର କରିବେ । ଛାତ୍ରଛାତ୍ରିଙ୍କ ଲେଖାପଢାରେ ବାଧା ଦୂର ହେବ । ସରକାରୀ କ୍ଷେତ୍ରରେ ଉନ୍ନତିହେବା ସହ ଶାରୀରିକ ଓ ମାନସିକ ସି୍ଥରତା ଦେଖାଦେବ।

ବିଶାଖା- ଯାନବାହାନ ଭ୍ରମଣରେ ସତର୍କ ରହିବା ଉଚିତ୍ । ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତ୍ତିକୁ ଆୟତ୍ତ କରିପାରିବେ ।

ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :