• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th August 2024: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଯାତ୍ରା କରିବେ..

ସୈାର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୦ ତାରିଖ ଶନିବାର। ଚନ୍ଦ୍ର- କନ୍ୟା ଦିବା ୦୪.୧୮ ଗତେ ତୁଳା। ତିଥି- ୬ଷ୍ଠୀ ଅହୋରାତ୍ର। ଘାତଚନ୍ଦ୍ର- ବୃଷ ରାଶିର ଦିବା ୦୪.୧୮ ପର୍ଯ୍ୟନ୍ତ। ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ।

Scorpio

ବିଛା

Saturday 10 Aug 2024

ବିଶାଖା- ଅଚିହ୍ନା ଲୋକଙ୍କଠାରୁ ସାହାର‌୍ୟ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ।

ଅନୁରାଧା- ପୁରୁଣା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବେ । ଶିକ୍ଷାକ୍ଷେତ୍ରରେ ଲକ୍ଷ୍ୟସ୍ଥଳରେ ପହଞ୍ଚାଇବାକୁ ଚେଷ୍ଟା କରିବେ।

ଜ୍ୟେଷ୍ଠା- ଜୀବନରେ କିଛି ପରିବର୍ତ୍ତନ କରିବାକୁ ଚେଷ୍ଟା କରିବେ । କ୍ୟାରିୟରେ ନୂଆ କିର୍ତ୍ତିମାନ ସ୍ଥାପନ କରିବେ । ଫିଲ୍ମ ଉଦ୍ୟୋଗି କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ । ମହିଳାମାନେ ପ୍ରତାରଣା ଜନିତ ଦୁଃଖ ଭୋଗିବାକୁ ପଡିବ।

ପ୍ରତିକାର – ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :