• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th August 2024: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଯାତ୍ରା କରିବେ..

ସୈାର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୦ ତାରିଖ ଶନିବାର। ଚନ୍ଦ୍ର- କନ୍ୟା ଦିବା ୦୪.୧୮ ଗତେ ତୁଳା। ତିଥି- ୬ଷ୍ଠୀ ଅହୋରାତ୍ର। ଘାତଚନ୍ଦ୍ର- ବୃଷ ରାଶିର ଦିବା ୦୪.୧୮ ପର୍ଯ୍ୟନ୍ତ। ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ।

Sagittarius

ଧନୁ

Saturday 10 Aug 2024

ମୂଳା- ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ଅନ୍ୟଥା ସମସ୍ୟା ବଢ଼ି ଯିବାର ସମ୍ଭାବନା ରହିଛି । ପାରିବାରିକ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ । ଚାକିରି ଆଦି କର୍ମକ୍ଷେତ୍ରରେ ସାମାନ୍ୟ ଅସୁବିଧା ଦେଖା ଦେଇପାରେ ।

ପୂ,ଷାଢା-ଦାମ୍ପତ୍ୟ ଜୀବନ ହସଖୁସିର ପରିବେଶ ମଧ୍ୟରେ ସମୟ ବିତାଇବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରିବେ । ଛାତ୍ରଛାତ୍ରୀମାନଙ୍କର ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।

ଉ,ଷାଢା- ସମ୍ପତି ବଢାଇବାର ଯୋଜନା ସଫଳ ହେବ । ବହୁ ଦିନର ମନସ୍କାମନା ପୂରଣ ହୋଇପାରେ । ଅଜଣା ବ୍ୟକ୍ତିଙ୍କୁ ବିଶ୍ୱାସ କରନ୍ତୁ ନାହିଁ।

ପ୍ରତିକାର – ହନୁମାନଙ୍କ ପୂଜାପାଠ ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :