Daily Horoscope 10th August 2024: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଯାତ୍ରା କରିବେ..

ସୈାର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୦ ତାରିଖ ଶନିବାର। ଚନ୍ଦ୍ର- କନ୍ୟା ଦିବା ୦୪.୧୮ ଗତେ ତୁଳା। ତିଥି- ୬ଷ୍ଠୀ ଅହୋରାତ୍ର। ଘାତଚନ୍ଦ୍ର- ବୃଷ ରାଶିର ଦିବା ୦୪.୧୮ ପର୍ଯ୍ୟନ୍ତ। ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ।

Aries

ମେଷ

Saturday 10 Aug 2024

ଅଶ୍ୱନୀ- ସ୍ୱାସ୍ଥ୍ୟ ସମସ୍ୟା ଉତ୍ପନ୍ନ ହୋଇପାରେ । ପାରିବାରିକ ଜୀବନରେ ପ୍ରଣୟଭଙ୍ଗର ସୂଚନା ମିଳିବ । ଚାକିରିରେ କୌଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଆବଶ୍ୟକିୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ ।

ଦ୍ୱିଜା- ସାମାଜିକ କାର୍ଯ୍ୟରେ ଅଂଶଗ୍ରହଣ କରିବେ । ଛାତ୍ରଛାତ୍ରୀମାନେ ବନ୍ଧୁଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।

କୃତିକା- ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ବିଜୟୀ ହେବେ । ମାଲିମକଦ୍ଦମାରେ ସଫଳତା ମିଳିବ । ରାଜନୀତିରେ ଆଶା କରିଥିବା ଖବର ପାଇ ଖୁସି ହୋଇଯିବେ ।

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :