• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Dec 2022: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶନିବାର । ଚନ୍ଦ୍ର – ମିଥୁନ ଅହୋରାତ୍ର ତିଥି- ୨ୟା ଦିବା ୦୧/୪୮ ଗତେ ୩ୟା ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୨ପାଦ - କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୦୧/୪୮ ୧ପାଦ

Aquarius

କୁମ୍ଭ

Saturday 10 Dec 2022

ଧନିଷ୍ଠା – ଜୀବନ ସାଥୀଙ୍କ ସହିତ ସମ୍ବନ୍ଧ ବଢିଆ ରହିବ । ବ୍ୟବସାୟରେ କ୍ରମଶଃ ଲାଭ ପାଇବେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ ।

ଶତଭିଷା – ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ । ମିଥ୍ୟା ଗୁଜବରେ କାରାଦଣ୍ଡ ହୋଇପାରେ ।

ପୂ , ଭାଦ୍ରପଦ – ବିଦ୍ୟାର୍ଥୀଙ୍କ ମନ ଲେଖାପଢାରେ ଲାଗିବ । କର୍ମକ୍ଷେତ୍ରରେ କୌଣସି ମହିଳାଙ୍କ ଦ୍ୱାରା ଉପକୃତ ହୋଇ ପାରନ୍ତି

ପ୍ରତିକାର- “ଓଁ ଶଂ ଶନୈଶ୍ଚରାୟ ନମଃ” ଏହି ମନ୍ତ୍ରକୁ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :