• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Dec 2022: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶନିବାର । ଚନ୍ଦ୍ର – ମିଥୁନ ଅହୋରାତ୍ର ତିଥି- ୨ୟା ଦିବା ୦୧/୪୮ ଗତେ ୩ୟା ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୨ପାଦ - କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୦୧/୪୮ ୧ପାଦ

Cancer

କର୍କଟ

Saturday 10 Dec 2022

ପୁନର୍ବସୁ - ଶାରୀରିକ କଷ୍ଟ ଦୂର ହେବ । ବ୍ୟବସାୟରେ ଲାଭ –କ୍ଷତି ସମାନ ରହିବ । କର୍ମ କ୍ଷେତ୍ରରେ ଅନର୍ଥ ସୃଷ୍ଟି ହେବ ।

ପୁଷ୍ୟା – ରାଜନୀତିରେ ନିଷ୍କ୍ରିୟ ରହିବାର ସୂଚନା ମିଳିବ । ପିଲାମାନଙ୍କର ପଢାରେ ଉତ୍ସାହ ବଢିବ । ଚାକିରିରେ କ୍ରୋଧର ବଶବର୍ତୀ ହୁଅନ୍ତୁ ନାହିଁ

ଅଶ୍ଳେଷା - ମହିଳା ମାନେ ପ୍ରତ୍ୟେକ କାର୍ଯ୍ୟ ପାଇଁ ସାବଧାନତା ଅବଲମ୍ବନ କରିବେ । କୋର୍ଟରେ ମାମଲା ପାଇଁ ଶତୃ ବୃଦ୍ଧି ହୋଇପାରନ୍ତି ।

ପ୍ରତିକାର- “ଓଁ ସୋଂ ସୋମାୟ ନମଃ” ଏହି ମନ୍ତ୍ରକୁ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :