• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Dec 2022: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶନିବାର । ଚନ୍ଦ୍ର – ମିଥୁନ ଅହୋରାତ୍ର ତିଥି- ୨ୟା ଦିବା ୦୧/୪୮ ଗତେ ୩ୟା ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୨ପାଦ - କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୦୧/୪୮ ୧ପାଦ

Leo

ସିଂହ

Saturday 10 Dec 2022

ମଘା – ବୈବାହିକ ଜୀବନରେ ଆନନ୍ଦ ରହିବ । କାର୍ଯ୍ୟ କ୍ଷେତ୍ରରେ ନୂଆ ଉପାୟ ପ୍ରୟୋଗ କରିବେ ସାଂସୃତିକ କାର୍ଯ୍ୟରେ ଅଗ୍ରଣି ହୋଇ ସାମାଜିକ ସ୍ଥିତିକୁ ସୁଦୃଢ କରିବେ ।

ପୂ , ଫାଲଗୁନୀ - ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ରାଜନୀତିରେ କିଛି ସମସ୍ୟା ଆପଣ ବିଚଳିତ କରିପାରେ ।

ଉ ,ଫାଲଗୁନୀ – ଶରୀର ପାଇଁ ଚିନ୍ତା ଆଦୌ ରହିବ ନାହିଁ । ପଇସା ଦେବା ନେବା ବେଳେ ସାବଧନତା ଅବଲମ୍ବନ କରନ୍ତୁ ।

ପ୍ରତିକାର- “ଓଁ ଘୃଣି ସୂର୍ଯ୍ୟାୟ ନମଃ” ଏହି ମନ୍ତ୍ରକୁ ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :