• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Dec 2022: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶନିବାର । ଚନ୍ଦ୍ର – ମିଥୁନ ଅହୋରାତ୍ର ତିଥି- ୨ୟା ଦିବା ୦୧/୪୮ ଗତେ ୩ୟା ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୨ପାଦ - କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୦୧/୪୮ ୧ପାଦ

Sagittarius

ଧନୁ

Saturday 10 Dec 2022

ମୂଳା – ଧାତୁ ବ୍ୟବସାୟରେ ଭଲ ଲାଭ ମିଳିବ । ପୁରୁଣା ରୋଗ ଭଲ ହୋଇଯିବ । ପ୍ରେମ ସଂମ୍ପର୍କରେ ତିକ୍ତତା ଦେଖାଦେବ ।

ପୂ , ଷାଢା – କର୍ମ କ୍ଷେତ୍ରରେ ଚାପ ଗ୍ରସ୍ତ ରହିପାରନ୍ତି । ରାଜନିତିରେ ଆଲୋଚନାରେ ନିଜକୁ ସାମିଲ କରିବେ । ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି ।

ଉ , ଷାଢା – ମହିଳା ମାନେ ଗପସପରେ ସମୟ ବିତାଇବେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି ।

ପ୍ରତିକାର- “ଓଁ ବୁଂ ବୃହସ୍ପତୟେ ନମଃ” ଏହି ମନ୍ତ୍ରକୁ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :