• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Dec 2022: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶନିବାର । ଚନ୍ଦ୍ର – ମିଥୁନ ଅହୋରାତ୍ର ତିଥି- ୨ୟା ଦିବା ୦୧/୪୮ ଗତେ ୩ୟା ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୨ପାଦ - କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୦୧/୪୮ ୧ପାଦ

Capricorn

ମକର

Saturday 10 Dec 2022

ଉ , ଷାଢା - ବନ୍ଧୁଙ୍କ ସହିତ ଦୂର ସ୍ଥାନକୁ ତିର୍ଥ ଯାତ୍ରାର ସୁଯୋଗ ପାଇବେ । ବ୍ୟବସାୟରେ ମା ଲକ୍ଷ୍ମୀଙ୍କ ଆର୍ଶୀବାଦ ଲାଭ କରିପାରନ୍ତି

ଶ୍ରବଣା – ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । ଚାକିରୀ କ୍ଷେତ୍ରରେ ପ୍ରିୟ ପାତ୍ର ହୋଇ ପାରନ୍ତି । ରାଜନିତିରେ ତାଳ ମେଳ ରଖନ୍ତୁ ଫାଇଦ ହେବ

ଧନିଷ୍ଠା – ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ । ମହିଳା ମାନେ ସୁଖଭାଗିନୀ ହେବେ ।

ପ୍ରତିକାର- “ଓଁ ଶଂ ଶନୈଶ୍ଚରାୟ ନମଃ” ଏହି ମନ୍ତ୍ରକୁ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :