• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Dec 2023: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଆସିବ..

ସୈାର ବିଛା ମାସ  ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ  ରବିବାର । ଚନ୍ଦ୍ର- ତୁଳା ନିଶାନ୍ତ ୦୬.୧୧ ଗତେ ବିଛା, ତିଥି- ୧୨ଶୀ ପ୍ରାତଃ ୦୭.୧୩ ଗତେ ୧୩ଶୀ, ଘାତଚନ୍ଦ୍ର- ନାସ୍ତି, ଘାତବାର- ମେଷ ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ପ୍ରାତଃ ୦୭.୧୩ ଗତେ ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୧.୪୮ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Aries

ମେଷ

Sunday 10 Dec 2023

ଅଶ୍ୱନୀ- ପ୍ରେମ ଜୀବନ ମଧୁରମୟ ରହିବ । କର୍ମ କରିବା ଶୈଳିରେ ପରିବର୍ତ୍ତନ ଆଣିବେ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ବଢ଼ିଆ ରହିବ । କର୍ମସ୍ଥାନରେ ବହୁ ବାଧାବିଘ୍ନ ଓ ବିବାଦ ଦେଖା ଦେଇପାରେ ।

ଦ୍ୱିଜା- ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ଯାତାୟତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ରାଜନୀତିରେ ସାହାସିକ ପଦକ୍ଷେପ ନେଇ ଆଗକୁ ଅତିକ୍ରମ କରିବେ । ଖେଳାଳିଙ୍କ ଲାଗି ଦିନଟି ଭଲ ରହିବ ।

କୃତିକା- ଭୂମି କ୍ରୟ କରିବାର ସୁଯୋଗ ଅଛି । ମହିଳା ମାନେ ସ୍ୱାଭିମାନ ରହିବେ । ରୋଜଗାରର ନୂତନ ସୁଯୋଗ ସୃଷ୍ଟି ହେବ । ନୂତନ ବନ୍ଧୁଙ୍କ ସହ ସମୟ ବିତାଇବେ ।

ପ୍ରତିକାର – ଗୋ ମାତାଙ୍କୁ କିଛି ଘାସ ଖାଇବାକୁ ଦିଅନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :