• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Dec 2023: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଆସିବ..

ସୈାର ବିଛା ମାସ  ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ  ରବିବାର । ଚନ୍ଦ୍ର- ତୁଳା ନିଶାନ୍ତ ୦୬.୧୧ ଗତେ ବିଛା, ତିଥି- ୧୨ଶୀ ପ୍ରାତଃ ୦୭.୧୩ ଗତେ ୧୩ଶୀ, ଘାତଚନ୍ଦ୍ର- ନାସ୍ତି, ଘାତବାର- ମେଷ ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ପ୍ରାତଃ ୦୭.୧୩ ଗତେ ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୧.୪୮ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Taurus

ବୃଷ

Sunday 10 Dec 2023

କୃତିକା- କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି କାମ ହାସଲ କରିପାରନ୍ତି । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଆପଣଙ୍କ ଭୁଲ୍ ନିଷ୍ପତ୍ତି ପରିବାରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି କରିବ ।

ରୋହିଣୀ- ସରକାରୀ ପକ୍ଷରୁ ଆର୍ଥୀକ ସାହାର୍ଯ୍ୟ ଓ ସହଯୋଗ ମିଳିବ । ବିଦ୍ୟାର୍ଥୀମାନେ କିଛି ସଫଳତା ପାଇପାରନ୍ତି । ଅଧିକ କ୍ରୋଧ କରି ନିଜର କ୍ଷତି କରିପାରନ୍ତି ।

ମୃଗଶିରା- କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡ଼ିପାରେ । ମହିଳାମାନଙ୍କ ମନରେ ନୂଆ ନୂଆ ବିଚାର ଆସିବ ।

ପ୍ରତିକାର – ମା କମଳାଙ୍କର ମୂଳମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :